ଆଜିର ଅନୁଚିନ୍ତା ଓ ରାଶିଫଳ

0

_*🎪🛕ଆଜିର ଅନୁଚିନ୍ତା🛕🎪*_
*🍁🍁🍁🍁🍁🍁🍁🍁🍁🍁*🍁
**********************************
*➡️ଜୀବନରେ ଖରା, ବର୍ଷା, ଶୀତ ସହିବାକୁ ପଡିବ ।କାରଣ ଯେଉଁ ଗଛ ଛାଇ ତଳେ ରହିଯାଏ, ସେହି ଗଛ ଭଲରେ ବଢିପାରେ ନାହିଁ ।*
*➡️ଯାହା ଘଟି ଯାଇଛି ତାକୁ ଭୁଲି ଯାଅ, ଯାହା ଘଟୁଛି ତାକୁ ଗ୍ରହଣ କର, ଯାହା ଘଟିବାର ଅଛି ତା ଉପରେ ଭରଷା ରଖ ।*
*କାରଣ ଭଗବାନ ଯାହା କରନ୍ତି ପ୍ରାଣୀର ମଙ୍ଗଳ ପାଇଁ ।*

*➡️ଜୀବନରେ ସଫଳତା ନାମକ ପୋଷାକ ପିନ୍ଧିବାକୁ ହେଲେ, ନିଜ ପାଖରେ ପରିଶ୍ରମ ନାମକ ଗୁଣ ରହିବା ନିତାନ୍ତ ଆବଶ୍ୟକ ।*

*➡️” ଗର୍ବ ” କୋଉ କଥାରେ କରିବ —, ଯୋଉଠି ମଲା ପରେ ନିଜର ଲୋକବି ଛୁଇଁଲେ ସ୍ନାନ କଲାପରେ ଗୃହ ପ୍ରବେଶ କରିବେ —।*

*➡️ଜୀବନର ଆରମ୍ଭ ସେଇଠି ହୁଏ ଯେଉଁଠି ଭୟ ଶେଷ ହୁଏ ।*

*➡️I Miss You କହିବାକୁ ୩ ସେକେଣ୍ଡ୍ ଲାଗେ କିନ୍ତୁ miss କରିଥିବା ଲୋକ ହିଁ ଜାଣେ ସେହି ତିନୋଟି ଶବ୍ଦ କେତେ କଷ୍ଟ ଦିଏ

*🙏🏻 ଜୟ ଜଗନ୍ନାଥ🙏🏻*

*ଅଦ୍ୟ ଡିସେମ୍ବର ମାସ ୨୦ ତାରିଖ ୨୦୨୨ ମସିହା(ମଙ୍ଗଳବାର)*

*ଶକାବ୍ଦ -୧୯୪୪*

*ସମ୍ବତ -୨୦୭୯*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ଅନଳ*

*ପୌଷମାସ-କୃଷ୍ଣପକ୍ଷ*

*ତିଥି- ଦ୍ଵାଦଶୀ ରାତ୍ରି ଘ ୧୨/୪୨ ଗତେ ତ୍ରୟୋଦଶୀ*

*ନକ୍ଷତ୍ର- ସ୍ଵାତୀ ଦିବା ଘ ୧୦/୩୨ଗତେ ବିଶାଖା*

*ଚନ୍ଦ୍ର- ତୁଳା ରାତ୍ରି ଘ୦୩/୩୦ ଗତେ ବିଛା*

*ଯୋଗ- ସୁକର୍ମା*

*କରଣ – କୌଳବ*

*ସୌରମାସ- ଧନୁ ୦୫ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୨୦/୪୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୮/୩୭*

*✧═════•❁❀

*ଯୋଗିନୀ ନୈରୁତେ ରାତ୍ରି ଘ୧୨/୪୨ଗତେ ଦକ୍ଷିଣେ*

*ମକର ରାଶିର ଘାତବାର*

*ଦ୍ଵାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା -ଦିବା ଘ ୦୧/୦୫ ଗତେ ଘ୦୨/୨୬ ମଧ୍ୟେ*

*ବାରବେଳା – ଦିବା ଘ ୦୭/୪୧ ଗତେ ଘ୦୯/୦୩ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୯ ମଧ୍ୟେ ଓ ଘ୦୯/୦୪ ଗତେ ଘ୧୧/୫୬ ମଧ୍ୟେ ଓ ରାତ୍ରି ଘ୦୭/୩୩ ଗତେ ଘ୦୮/୦୩ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୫/୦୯ ଗତେ ଘ୦୭/୩୪ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ପୋଇଶାଗ ଭକ୍ଷଣ ନିଷେଧ*

*═✧*══•❁❀❁•═════

*✧═════•❁❀❁•═════✧*

ଆଜିର ରାଶିଫଳ

*✧═════•❁❀❁•═════✧*

*ମେଷ : 👉ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*

*✧═════•❁❀❁•═════✧*

*ବୃଷ :👉 ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।ଆକସ୍ମିକ ବିପଦହେତୁ ଶତର୍କ ରୁହନ୍ତୁ।*

*✧═════•❁❀❁•═════✧*

*ମିଥୁନ : 👉ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।ପୂରାତନ ସମସ୍ୟା ସମାଧାନର ଅବସର ମିଳିପାରେ।*

*✧═════•❁❀❁•═════✧*

*କର୍କଟ : 👉ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।*

*✧═════•❁❀❁•═════✧*

*ସିଂହ :👉 ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।*

*✧═════•❁❀❁•═════✧*

*କନ୍ୟା : 👉ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।*

*✧═════•❁❀❁•═════✧*

*ତୁଳା : 👉ଦିନଟି କ୍ଳେଶ ଦାୟକ । ଆପଣ ଯଦି କୌଣସି ଆଇନଗତ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ । ।*

*✧═════•❁❀❁•═════✧*

*ବିଛା : 👉ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।ଗୁରୁଗୁରୁ ଜନଙ ନିନ୍ଦା ବ୍ୟଥାଦେଇ ପାରେ।*

*✧═════•❁❀❁•═════✧*

*ଧନୁ : 👉ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।*

*✧═════•❁❀❁•═════✧*

*ମକର :👉 ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ କିନ୍ତୁ ପ୍ରତି କ୍ଷେତ୍ରରେ ବାଧା ଓ ସମସ୍ୟା ଦେଖାଦେଇପାରେ ।ଅଯଥା ବ୍ୟୟ ହେବ। କଣ୍ଟା ବା ମୁନିଆ ବସ୍ତୁ ଦ୍ବାରା ଆଘାତ ହୋଇପାରନ୍ତି ।*

*✧═════•❁❀❁•═════✧*

*କୁମ୍ଭ :👉 ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ କିମ୍ବ ମନବାନ୍ଛିତ ଦ୍ରବ୍ୟ ପାଇପାରନ୍ତି । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ଧନଲାଭ ଯୋଗ ଅଛି। ଦିନଟି ପ୍ରିତିପଦ ରହିବ।*

*✧═════•❁❀❁•═════✧*

*ମୀନ : 👉ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।*

*✧═════•❁❀❁•═════✧*

Leave A Reply

Your email address will not be published.