4ବିଧାନସଭାରେ ଦୁଇ ନେତା ମୁହାଁମୁହିଁ: ସ୍ୱାସ୍ଥ୍ୟମନ୍ତ୍ରୀ VS ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ I

0

4ବିଧାନସଭାରେ ଦୁଇ ନେତା ମୁହାଁମୁହିଁ: ସ୍ୱାସ୍ଥ୍ୟମନ୍ତ୍ରୀ VS ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ I
ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ସୋନପୁରରେ DHHର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି।
ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ସୋନପୁରରେ DHHର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି। ମନ୍ତ୍ରୀ ତାଙ୍କ ଏରିଆକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି। ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି ।

Leave A Reply

Your email address will not be published.