ବଜାରରେ ମିଳୁଛି ପୁଳାପୁଳା ନକଲି ମେଡିସିନ୍I୪ ବର୍ଷରେ ୧୬୮ ନକଲି ଔଷଧ ଚିହ୍ନଟ I
ବଜାରରେ ମିଳୁଛି ପୁଳାପୁଳା ନକଲି ମେଡିସିନ୍I୪ ବର୍ଷରେ ୧୬୮ ନକଲି ଔଷଧ ଚିହ୍ନଟ I
୪ ବର୍ଷରେ ଚିହ୍ନଟ ହେଲାଣି ୧୬୮ ନକଲି ମେଡ଼ିସିନ । ଆଉ ୩୮୮ଟି ନିମ୍ନ ମାନର ମେଡ଼ିସିନ ଚିହ୍ନଟ କରାଯାଇଛି । ଗତ ୪ ବର୍ଷରେ ଅଢେଇ କୋଟିରୁ ଅଧିକ ଟଙ୍କାର ନକଲି ମେଡ଼ିସିନ ଜବତ କରିଛନ୍ତି ସରକାର ।ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡ଼ିସିନ । ୪ ବର୍ଷରେ ଚିହ୍ନଟ ହେଲାଣି ୧୬୮ ନକଲି ମେଡ଼ିସିନ । ଆଉ ୩୮୮ଟି ନିମ୍ନ ମାନର ମେଡ଼ିସିନ ଚିହ୍ନଟ…
Read More...